Masthead

ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଆତଙ୍କବାଦୀ ନିହତ

(ବଡ଼ ଖବର ବ୍ୟୁରୋ): ଜାମ୍ମୁ-କଶ୍ମୀର ଅବନ୍ତୀପୁରାରେ ଆତଙ୍କୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ । ପମ୍ପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇବା ପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ୍ କରାଯାଇଥିଲା । ଏନକାଉଣ୍ଟରରେ ୩ ଆତଙ୍କୀ ନିହତ ହୋଇଛି। ଅନ୍ୟପଟେ ଆଉ କିଛି ଆତଙ୍କୀଙ୍କ ଖୋଜରେ ଚାଲିଛି ଅପରେସନ ।

ଗୁରୁବାର ଠାରୁ ଜାରି ରହିଥିଲା ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ସେନାର ଏହି ଅପରେସନରେ ଗୁରୁବାର ଜଣେ ଜୁନିଅର କମିଶନ ଯବାନ ହୋଇଥିଲେ ସହିଦ । ଅପରେସନରେ ଶୁକ୍ରବାର ୩ ଆତଙ୍କବାଦୀ ନିହତ ହୋଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା