Masthead

୨୪ ଘଣ୍ଟାରେ ୮୫୩ ପଜିଟିଭ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୦୯୩୭ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୫୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୦୯୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୩୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୪୨୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୪୮୩୭୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ