Masthead

ଭାଇ ପାଇଁ ଦିନଟିଏ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରା): ରାକ୍ଷୀ, ସ୍ନେହ ଶ୍ରଦ୍ଧାର ପ୍ରତୀକ । ରାକ୍ଷୀ ବଦଳରେ ଭାଇ ଦେଇଥାଏ ଭଉଣୀକୁ ଉପହାର । ହେଲେ, ଏ ଉପହାରର ମୂଲ୍ୟ କେହି କେବେ ତୁଳନା କରିନି । ଆଜି ରାକ୍ଷୀ ପୂର୍ଣ୍ଣିମା । ଏହାକୁ ଗହ୍ମା ପୂର୍ଣ୍ଣିମା ବୋଲି ମଧ୍ୟ କହନ୍ତି । ଜଗତପତି ଶ୍ରୀ ଜଗନ୍ନାଥଙ୍କ ବଡ଼ ଭାଇ ପ୍ରଭୁ ବଳଭଦ୍ରଙ୍କ ଆଜି ମଧ୍ୟ ଜନ୍ମଦିନ । ସବୁଠି ଉତ୍ସବର ମାହୋଲ । କରୋନା କଟକଣା ମଧ୍ୟରେ ପାଳିତ ହେଉଛି ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ।

ଖଣ୍ଡେ ରେଶମି ଡୋରି ପାଲଟିଛି ଭାଇ ଭଉଣୀଙ୍କ ପବିତ୍ର ବନ୍ଧନର ମୂକ ସାକ୍ଷୀ । ରାକ୍ଷୀ ବାନ୍ଧି ଭଉଣୀ ମାଗିଛି ରକ୍ଷାର ପ୍ରତିଶ୍ରୁତି । ତେଣେ ପ୍ରଭୁ ବଳଭଦ୍ରଙ୍କ ଜନ୍ମତ୍ସେବ ପାଳନ ପାଇଁ ଶ୍ରୀମନ୍ଦିରରେ ପାଳନ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଘରେ ଘରେ ପିଠା ପଣାର ମହକ । ଚାଷୀଭାଇ ତାର ସାଥୀ ବଳଦ, ଗାଇ ଗୋରୁଙ୍କ ମୁଣ୍ଡରେ ସିନ୍ଦୁର ଚନ୍ଦନ ଲଗାଇ ପୂଜା ମଧ୍ୟ କରିଛି । ଆଉ ଖୁଆଇଛି ମଣ୍ଡା ପିଠା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା