Masthead

୨୪ ଘଣ୍ଟାରେ ୭୬୧ ପଜିଟିଭ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୧୬୯୮ ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୪୩ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୧୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୧୬୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୫୩୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୫୪୪୪୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’