Masthead

ଆଜିଠୁ ୟୁଟ୍ୟୁବରେ ପାଠପଢିବେ ଯୁକ୍ତଦୁଇ ପିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଅନଲାଇନରେ ପାଠପଢିବେ ଯୁକ୍ତଦୁଇ ପିଲା। ୟୁ ଟ୍ୟୁବରେ ଶିକ୍ଷାଗ୍ରହଣ କରିବେ ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ପିଲା। ଏନେଇ ପୂର୍ବରୁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଥିଲେ। ପୂର୍ବରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ୟୁ ଟ୍ୟୁବରେ ପାଠ ପଢାଯାଉଛି।

ଏବେ ଯୁକ୍ତ ଦୁଇ ପିଲାଙ୍କ ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ଯେଉଁମାନେ କରୋନା ପାଇଁ କ୍ଲାସ କରିପାରୁନାହାନ୍ତି, ସେମାନେ ଘରେ ରହି ୟୁ ଟ୍ୟୁବରେ ସମସ୍ତ ସିଲାବସ ପଢ଼ିପାରିବେ। ଯାହା ଫଳରେ ଛାତ୍ରଛାତ୍ରୀମାନେ ଅଧିକ ଉପକୃତ ହୋଇପାରିବେ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ