Masthead

ଆଜି ଏନଏମପିର ଶୁଭାରମ୍ଭ କରିବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଏନଏମପିର ଶୁଭାରମ୍ଭ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ନ୍ୟାସନାଲ ମନିଟାଇଜେସନ ପାଇପଲାଇନର ଶୁଭାରମ୍ଭ କରିବେ । ଏହା ଦ୍ୱାରା ଆସନ୍ତ ୪ବର୍ଷ ମଧ୍ୟରେ ବିକ୍ରି ହେବାକୁ ଥିବା ସରକାରୀ ଇନଫ୍ରାଷ୍ଟ୍ରକଚର ସମ୍ପତ୍ତି ଗୁଡିକର ତାଲିକା ପ୍ରସ୍ତୁତ କରାଯିବ ।

ଏନଏମପିରେ କେନ୍ଦ୍ର ସରକାରଙ୍କ ପୁରୁଣା ଇନ୍ଫ୍ରାଷ୍ଟ୍ରକଚର ସମ୍ପତ୍ତିର ୪ ବର୍ଷର ପାଇପଲାଇନ ସାମିଲ ରହିଛି । ନିବେଶକଙ୍କୁ ଦୃଷ୍ଟିରେ ଦିଆଯିବା ସହ ଏନଏମପି ସରକାରଙ୍କ ସମ୍ପତ୍ତିର ମନିଟାଇଜେସନ ଯୋଜନା ଲାଗି ମଧ୍ୟମ ଅବଧିର ରୂପରେଖ ମଧ୍ୟ କମ କରିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ