Masthead

ଅକ୍ଟୋବରରେ ଶୀର୍ଷ ଛୁଇଁବ ସଂକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅକ୍ଟୋବରରେ ଶୀର୍ଷ ଛୁଇଁବ ସଂକ୍ରମଣ । ଏ ସମ୍ପର୍କରେ ଜାତୀୟ ପରିଚାଳନା ସଂସ୍ଥାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଅଇଜ୍ଞଚ୍ଛ କରାଇଛି । କରୋନାର ତୃତୀୟ ଲହର ଦେଶରେ ଭୟଙ୍କର ସ୍ଥିତି ସୃଷ୍ଟି କରିବାର ଆଶଙ୍କା ରହିଛି । ଦିନକୁ ୪ରୁ ୫ଲକ୍ଷ ଲୋକ ସଂକ୍ରମିତ ହେବେ । ପ୍ରତି ୧୦୦ ସଂକ୍ରମିତଙ୍କ ମଧ୍ୟରେ ୨୩ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିବ ବୋଲି ନୀତି ଆୟୋଗ ସଦସ୍ୟ ଭିକେ ପଲ କହିଛନ୍ତି ।

ନୀତି ଆୟୋଗର ଆକଳନ ପରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥାନ ପକ୍ଷରୁ ସ୍ଥିତିର ଅନୁଧ୍ୟାନ କରାଯାଇଥିଲା । ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥାନର ବିଶେଷଜ୍ଞମାନେ କହିଛନ୍ତି ତୃତୀୟ ଲହରରେ ଅଧିକ ଶିଶୁ ପ୍ରଭାବିତ ହୋଇପାରନ୍ତି । ଏ ସମ୍ପର୍କରେ ପ୍ରସ୍ତୁତ ରହିବାକୁ ବିଶେଷଜ୍ଞ କମିଟି କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି । ବିଶେଷଜ୍ଞମାନେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ମଧ୍ୟ ଅଗବତ କରାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ