ପିଲା ବିକ୍ରି ଅଭିଯୋଗ, ୩ ଅଟକ

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ପିଲା ଚୋରି ଓ ବିକ୍ରି ଭଳି ସାଂଘାତିକ ଅଭିଯୋଗ ଆସିଛି ମୟୂରଭଞ୍ଜ ଜିଲ୍ଲା ସାରସକଣା ଅଞ୍ଚଳରୁ । ଦାନାଦର ଗ୍ରାମର ପ୍ରଦୀପ ଦିଗାରଙ୍କ ସ୍ତ୍ରୀ ମାଳତୀ ଦିଗାରଙ୍କ କୋଳରୁ ଏକମାସର ଶିଶୁପୁତ୍ରଙ୍କୁ ସାରସକଣାର ତପନ ଦଣ୍ଡପାଟ ଜୋରକରି ଛଡାଇ ନେଇଥିଲେ ।

ପରେ ସେ ସାରସକଣା ଅଞ୍ଚଳର ପ୍ରହ୍ଲାଦ ପ୍ରତିହାରୀ ଓ ତାଙ୍କ ସ୍ତ୍ରୀ ଲିଜା ପ୍ରତିହାରୀଙ୍କୁ କିଛି ଟଙ୍କାରେ ବିକ୍ରି କରିଥିବା ଅଭିଯୋଗ କରିଛନ୍ତି ମାଳତୀ ଦିଗାର । ଏନେଇ ଝାରପୋଖରିଆ ଥାନାରେ ମାମଲା ରୁଜୁ ହୋଇଛି । ପୋଲିସ ୩ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ