ଥମୁନି ହାତୀ ଉପଦ୍ରବ

ତେଲକୋଇ (ବଡ଼ ଖବର ବ୍ୟୁରୋ): ତେଲକୋଇ ରେଞ୍ଜରେ ଥମୁନି ହାତୀପଲ୍ଲଙ୍କ ଉପଦ୍ରବ । ଉଦୟଗିରି ଗାଁରେ ହାତୀପଲ୍ଲଙ୍କ ଉପଦ୍ରବ, ନଷ୍ଟ କଲେ ଏକର ଏକର ଧାନଫସଲ । ବିମଳା ଫରେଷ୍ଟ ବିଟ ଅଧିନ ଉଦୟଗିରି ଗାଁରେ ଏକର ଏକର ଧାନଫସଲ ନଷ୍ଟ କଲେ ହାତୀ। ଗତକାଲି ବିଳମ୍ବିତ ରାତିରେ ବିମଳା ଫରେଷ୍ଟ ବିଟ ଅଞ୍ଚଳ ଉଦୟଗିରି ଗାଁ ରେ ୮ ଟିକିଆ ହାତୀପଲ୍ଲ ଉପଦ୍ରବ ଚଳାଇଥିଲେ । ଗାଁର ଏକର ଏକର ଧାନଫସଲକୁ ଦଳିଚକଟି ନଷ୍ଟ କରିଦେଇଛନ୍ତି ହାତୀପଲ୍ଲ।

ବନବିଭାଗ ହାତୀଙ୍କୁ ନିରିକ୍ଷଣ କରି ଘଉଡାଇବା ଆବଶ୍ୟକ ଥିବାବେଳେ ହାତୀଙ୍କ କବଳରୁ ଲୋକଙ୍କ ଧନଜୀବନ ରକ୍ଷା କରିବାରେ ବନବିଭାଗ ବିଫଳ ହୋଇଥିବା ଅଭିଯୋଗ ହୋଇଛି ।ବାରମ୍ବାର ହାତୀ ଉପଦ୍ରବର ଶିକାର ହେବାସହ ଲୋକଙ୍କ ଧନଜୀବନ ଓ ଫସଲ ନଷ୍ଟ ହେବା ଦ୍ବାରା ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭୁଷୁଡି ପଡୁଛି ।ଏ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ