Masthead

ଡି’ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ଦିଲୁ ଗିରଫ

କଟକ (ବଡ଼ ଖବର ବ୍ୟୁରୋ): କମିଶନରେଟ ପୋଲିସକୁ ବଡ଼ ସଫଳତା। ବହୁ ଚର୍ଚ୍ଚିତ ଦିପୁ-ଓମ ଅପହରଣ ପରେ ହତ୍ୟାକାଣ୍ଡ ଘଟଣାରେ ଫେରାର ଅଭିଯୁକ୍ତକୁ ଧରିଲା ପୋଲିସ । ଅଭିଯୁକ୍ତ ପ୍ରଦୀପ ସାହୁକୁ ଗିରଫ କରିଛି କମିଶନରେଟ ପୋଲିସ । ଧଳ ସାମନ୍ତର ସହଯୋଗୀ ପ୍ରଦୀପ କୁମାର ସାହୁ ଓରଫ ଦିଲୁ ଦୀର୍ଘ ପାଞ୍ଚ ବର୍ଷ ହେବ ଫେରାର ଥିଲା ।

ଦିଲୁକୁ ରାୟଗଡ଼ାରୁ ଗିରଫ କରାଯାଇଛି। ତା ଠାରୁ ଗୋଟିଏ ବନ୍ଧୁକ ଏବଂ ୬ ଟି ଗୁଳି ଜବତ ହୋଇଛି। ଧଳ ସାମନ୍ତର ଡାହାଣ ହାତ ଭାବେ କାମ କରୁଥିଲା ଅଭିଯୁକ୍ତ । ପୂର୍ବରୁ ଧଳସାମନ୍ତ ଓ ତାର ଅନେକ ସହଯୋଗୀ ହତ୍ୟା କାଣ୍ଡ ଘଟଣାରେ ଜେଲରେ ଅଛନ୍ତି।୨୦୧୬ ମସିହା ଓମ ଦିପୁକୁ ଘରୁ ଅପହରଣ କରି ହତ୍ୟା କରିଥିଲେ ଅଭିଯୁକ୍ତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ