Masthead

୨୪ ଘଣ୍ଟାରେ ୬୨୫ ପଜିଟିଭ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୨୩୨୩ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୬୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୨୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୫୯୮୦୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ