Masthead

ତୃତୀୟ ଲହରକୁ ନେଇ ଆଜି ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଗାମୀ କିଛି ଦିନ ମଧ୍ୟରେ ଦେଶରେ ସମ୍ଭାବ୍ୟ ତୃତୀୟ ଲହର ଆଶଙ୍କା ନେଇ ଜାତୀୟ ବିପର୍ଯ୍ୟୟ ପ୍ରଶମନ ସଂସ୍ଥାନର ରିପୋର୍ଟ ପରେ ପ୍ରଧାନମନ୍ତ୍ରୀ ଡାକିଲେ ଉଚ୍ଚସ୍ତରୀୟ ବୈଠକ । ବୈଠକ ମଙ୍ଗଳବାର ଅପରାହ୍ନ ୩ ଟା ୩୦ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବସିବ । ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ, ଗୃହମନ୍ତ୍ରୀ, ବିଭିନ୍ନ ମନ୍ତ୍ରଣାଳୟର ଅଧିକାରୀ, ନୀତି ଆୟୋଗ ସଦସ୍ୟ ଓ ସ୍ବାସ୍ଥ୍ୟ ବିଶେଷଜ୍ଞ ହେବେ ସାମିଲ ।

ସମ୍ଭାବ୍ୟ ତୃତୀୟ ଲହର ପାଇଁ କ’ଣ ପ୍ରସ୍ତୁତି ଆବଶ୍ୟକ, କିଭଳି ମୁକାବିଲା କରାଯିବ ତାହାର ପରାମର୍ଶ ଦିଆଯାଇଛି । ରିପୋର୍ଟ ପାଇବା ପରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଏକ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ବୈଠକରେ ପ୍ରଥମତଃ ଦେଶରେ କୋଭିଡ ସ୍ଥିତି, ଟୀକାକରଣ, ଶିଶୁ ମାନଙ୍କ ସୁରକ୍ଷା ପାଇଁ ପଦକ୍ଷେପ ନେଇ ସମୀକ୍ଷା କରିବେ । ପରେ ସାମ୍ଭାବ୍ୟ ତୃତୀୟ ଲହର ନେଇ କ’ଣ କରାଯିବା ଆବଶ୍ୟକ ସେନେଇ ବିଶେଷଜ୍ଞଙ୍କ ସହ ଆଲୋଚନା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା