Masthead

ଆଫଗାନ ପ୍ରସଙ୍ଗ ନେଇ ଆଜି ବସିବ ଜି-୭ ବୈଠକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନ ପ୍ରସଙ୍ଗ ନେଇ ଆଜି ବସିବ ବୈଠକ । ଜି-୭ ଦେଶ ଗୁଡିକ ବୈଠକରେ ଯୋଗ ଦେବ । ଭର୍ଚୁଆଲ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହେବ । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ଆଫଗାନ ସ୍ଥିତିକୁ ଉପରେ ଆଲୋଚନା କରିଥିଲେ । ତାଲିବାନ ଆଫଗାନସ୍ଥାନ ଅକ୍ତିଆର କରିବା ପରେ ଆଫଗାନସ୍ଥିତି ସଙ୍କଟାପନ୍ନ ହୋଇଛି । ତେବେ ଏହାକୁ ନେଇ ଆଜି ଜି-୭ ବୈଠକ ବସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ