Masthead

ନାରାୟଣ ରାଣେଙ୍କୁ ଗିରଫ କଲା ପୋଲିସ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ଗିରଫ କଲା ନାସିକ ପୋଲିସ । ଉଦ୍ଧବ ଠାକରେଙ୍କୁ ଥାପଡ ମାରିବା ନେଇ ଏକ ବିଭ୍ରାନ୍ତିକର ବୟାନ ଦେଇଥିଲେ ନାରାୟଣ । ଯାହାକୁ ନେଇ ଶିବସେନା ଓ ବିଜେପିର ଯୁବ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ମାରପିଟ ମଧ୍ୟ ହୋଇଥିଲା ।

ଆଜି ପୋଲିସ ଏହି ଘଟଣାରେ ତାଙ୍କୁ ଗିରଫ କରିଛି । ସେପଟେ ବିଜେପି ନେତା ଦେବେନ୍ଦ୍ର ଫାଣ୍ଡନାଭିସ ପ୍ରେସମିଟ କରି କହିଛନ୍ତି ଯେ, ନାରାୟଣ ରାଣେଙ୍କ ବିବୃତ୍ତିକୁ ଆମେ ସମର୍ଥନ କରୁନୁ । କିନ୍ତୁ ବ୍ୟକ୍ତିଗତ ଓ ଦଳ ହିସାବରେ ତାଙ୍କ ସହ ଆମେ ଛିଡ଼ା ହୋଇଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ