Masthead

ଆଫଗାନିସ୍ତାନ ସ୍ଥିତି ନେଇ ପୁଟିନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନ ଏବେ ତାଲିବାନ କବଜାରେ ରହିଛି । ଆଫଗାନ ସଙ୍କଟ ସାରା ବିଶ୍ବରେ ପ୍ରଭାବ ପକାଇଛି । ଏହା ସହ ସମସ୍ତ ଦେଶ ନିଜ ନିଜର ନାଗରିକଙ୍କୁ ସେଠାରୁ ସୁରକ୍ଷିତ ବାହାର କରିନେବାକୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହାରି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ପାଖାପାଖି ୪୫ ମିନିଟ ଫୋନରେ ଆଲୋଚନା କରିଛନ୍ତି ।

ଆଫଗାନିସ୍ତାନର ସ୍ଥିତି ଉପରେ ଦୁଇ ରାଷ୍ଟ୍ର ମୁଖ୍ୟ ଚର୍ଚ୍ଚା କରିଥିବା ଜଣାପଡ଼ିଛି। ଏହି ଆଲୋଚନା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି ଲେଖିଛନ୍ତି, ‘ଆଫଗାନିସ୍ତାନ ପରିସ୍ଥିତି ସମ୍ପର୍କରେ ମୋର ମିତ୍ର ରାଷ୍ଟ୍ରପତି ପୁଟିନଙ୍କ ସହ ବିସ୍ତୃତ ଆଲୋଚା କରିଛି। ଏହା ସହ ଆମେ ଦ୍ବିପାକ୍ଷିକ ଏଜେଣ୍ଡା ଉପରେ ଚର୍ଚ୍ଚା କରିଛୁ। ଏଥିରେ କରୋନା ବିରୋଧରେ ଭାରତ ଏବଂ ରୁଷ ସହଯୋଗ ସାମିଲ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ