Masthead

୨୪ ଘଣ୍ଟାରେ ୮୮୭ ପଜିଟିଭ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୩୨୧୦ ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୧୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୭୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ବର୍ଷରୁ କମ୍‌ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୩୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି