Masthead

ଭାରତରୁ ମୂଳପୋଛ ହେବନି ଭୂତାଣୁ: ହୁ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତରେ କରୋନା ମହାମାରୀକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକଙ୍କ ବଡ଼ ବୟାନ। ଭାରତରୁ କରୋନା ନିକଟ ଭବିଷ୍ୟତରେ ସଂପୂର୍ଣ୍ଣ ଭାବେ ଲୋପ ପାଇବ ନାହିଁ। ସେ କହିଛନ୍ତି ଯେ କୋଭିଡ୍ -୧୯ ମହାମାରୀର ଏଣ୍ଡେମିକ ପର୍ୟ୍ୟାୟରେ ଭାରତ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ଅର୍ଥ ଭାରତରେ ସ୍ୱଳ୍ପ କିମ୍ବା ମଧ୍ୟମ ଧରଣରର ସ୍ତରର ସଂକ୍ରମଣ ଜାରି ରହିବ। ସଂପୂର୍ଣ୍ଣ ଭାବେ କରୋନା ଲୋପ ପାଇବ ନାହିାଁ

ନ୍ୟୁଜ୍ ୱେବସାଇଟ୍ ଦି ୱେୟାରର ସାମ୍ବାଦିକ କରଣ ଥାପରଙ୍କୁ ଦେଇଥିବା ଏକ ସାକ୍ଷାତକାରରେ ଡା ସ୍ୱାମୀନାଥନ କହିଛନ୍ତି ଯେ , ଭାରତର ଆକାର ତଥା ଦେଶର ବିଭିନ୍ନ ଭାଗର ଜନସଂଖ୍ୟାକୁ ଦେଖିଲେ, କରୋନା ସଂକ୍ରମଣର ଉତ୍ଥାନ ପତନ ଲାଗି ରହିପାରେ। ୨୦୨୨ ଶେଷ ସୁଦ୍ଧା ଦେଶର ୭୦% ଲୋକଙ୍କୁ ସଂପୂର୍ଣ୍ଣ ଟିକାକରଣ କରାଯାଇ ପାରିଥିବ । ସେହିପରି ଭାରତ ବାୟୋଟେକ ପ୍ରସ୍ତୁତ କରିଥିବା କରୋନା ଟିକା କୋଭାକ୍ସିନକୁ ହୁ’ର ଅନୁମୋଦନ ସମ୍ପର୍କରେ ସେ କହିଛନ୍ତି ଯେ , ସେପ୍ଟେମ୍ବର ମଧ୍ୟ ଭାଗ ସୁଦ୍ଧା ହୁ’ର ଟେକ୍ନିକାଲ ଗ୍ରୁପ କୋଭାକ୍ସିନ ଟିକାର ଜରୁରୀ କାଳୀନ ବ୍ୟବହାର ପାଇଁ ଅନୁମୋଦନ ଦେଇପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ