Masthead

ଜଟଣୀରୁ ଧଳା ଜହର ଜବତ

ଜଟଣୀ (ବଡ଼ ଖବର ବ୍ୟୁରୋ): ଜଟଣୀ ତଳଖେତା ଛକରୁ ୫୦ଗ୍ରାମ ଧଳା ଜହର ଜବତ। ଜଟଣୀ ପୋଲିସ୍ ଦୁଇ ଧଳା ଜହର ବେପାରୀଙ୍କୁ ଜଟଣୀ ତଳଖେତା ଛକରୁ ଗିରଫ କରିଛି । ତାଙ୍କ ଠାରୁ ୫୦ଗ୍ରାମ ଧଳା ଜହର , ୩ଟି ମୋବାଇଲ ଓ ୩୨୮୦ ଟଙ୍କା ଜବତ କରିଛି। ଦୁଇ ବ୍ୟବସାୟୀ ସ୍ଥାନୀୟ ଅଞ୍ଚଳରେ ବହୁ ଦିନ ଧରି ଏହି ବେପାର କରିଆସୁଥିଲେ।

ଜଟଣୀ ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ତଳଖେତା ଛକରେ ଚଢ଼ାଉ କରି ଉଭୟଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଉଛନ୍ତି ଖୋର୍ଦ୍ଧା ଥାନା ସାମନ୍ତରାପୁରର ନରେନ୍ଦ୍ର ବେହେରା ଓ ସଦାଶିବ ନାତଲ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ