Masthead

ରାତି ଅଧରେ ଉଠାଇ ଆଣିଲା ପୋଲିସ

କଟକ (ବଡ଼ ଖବର ବ୍ୟୁରୋ): ଗଛମୂଳେ ଖରସ୍ରୋତା ବଞ୍ଚାଅ ଅଭିଯାନର ନେତା ଶ୍ରୀକାନ୍ତ ନାୟକ ଏସସିବିର ଗଛମୂଳେ । ଶ୍ରୀକାନ୍ତ ଧାରଣାରେ ୪ ଦିନ ବସିବା ପରେ ଅସୁସ୍ଥ ହୋଇପଡିଥିଲେ । ଜିଲ୍ଲା ପ୍ରଶାସନ ତରଫରୁ ତାଙ୍କୁ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେ ଦୀର୍ଘ ୧୬ ଦିନ ଧରି କେନ୍ଦ୍ରାପଡା ମେଡ଼ିକାଲରେ ଚିକିତ୍ସିତ ହେଉଥିଲେ ।

ବୁଧବାର ମଧ୍ୟରାତ୍ରିରେ ପୋଲିସ ଉଠାଇ ଆଣିଛି । ଉନ୍ନତ ଚିକିତ୍ସା ପାଇଁ କଟକ ମେଡ଼ିକାଲ ନିଆଯାଉଛି ବୋଲି ପୋଲିସ ଶ୍ରୀକାନ୍ତକୁ କହିଥିଲା । କିନ୍ତୁ କଟକରେ କୌଣସି ଚିକିତ୍ସା କରାଯାଇ ନାହିଁ । ଓ୍ବାର୍ଡ ନଥିବାରୁ ତାଙ୍କୁ ଏକ ଗଛମୂଳେ ରଖି ପୋଲିସ ଜଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା