Masthead

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆଜି ବସିବ । ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହେବ । ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସମ୍ଭାବନା ରହିଛି । ହେରିଟେଜ କରିଡର ସହିତ ସେବାୟତଙ୍କର କଲ୍ୟାଣ, ନୂତନ ସବକମିଟି ଗଠନ ନେଇ ବୈଠକରେ ଆଲୋଚନା ହୋଇପାରେ ।

ଏହାଛଡା ଗତ ରଥଯାତ୍ରାର ସମୀକ୍ଷା ମଧ୍ୟ ହୋଇପାରେ। ପୁରୀରେ ଗୁରୁକୁଳ ନିର୍ମାଣ ପ୍ରସଙ୍ଗ ମଧ୍ୟ ଆଲୋଚନାରେ ଉଠିପାରେ। ଶ୍ରୀମନ୍ଦିର ସମ୍ପର୍କିତ ଅନେକ ପ୍ରସଙ୍ଗରେ ଆଲୋଚନା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା