Masthead

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

ନାଉଗାଁ (ବଡ଼ ଖବର ବ୍ୟୁରୋ): ନାଉଗାଁ ବ୍ଳକର ବିଭିନ୍ନ ବିଦ୍ୟାଳୟକୁ ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ଗ୍ରସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ପରେ ନାଉଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଷ୍ଟାପମାନଙ୍କ କ୍ୱାଟର ଓ ଅନ୍ୟାନ୍ୟ ଉନ୍ନୟନମୂଳକ କାର୍ଯ୍ୟ ଉପରେ ଆଲୋଚନା କରିବା ସହିତ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରର ବୁଲି ଦେଖିଥିଲେ ।

ବିଧାୟକ ଓ ଜିଲ୍ଲାପାଳଙ୍କ ସହିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକ୍ଷକ ଡାକ୍ତର ସୁନନ୍ଦନ ମହାନ୍ତି ଉପସ୍ଥିତ ଥିଲେ । ନାଉଗାଁ ପଂଚାୟତ ସମିତି କାର୍ଯ୍ୟାଳୟରେ ପହଂଚି ବିଡିଓଙ୍କ କାର୍ଯ୍ୟାଳୟରେ ବିଡିଓ ରଶ୍ମିରେଖା ମଲ୍ଲିକ, ପଂଚାୟତ ସମିତି ଅଧ୍ୟକ୍ଷ ଜଗନ୍ନାଥ ଦାସ ଓ ସହକାରୀ ଯନ୍ତ୍ରୀ କୈଳାସ ବେହେରାଙ୍କ ସହିତ ପଂଚାୟତ ସମିତିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ