Masthead

ମିଥ୍ୟା ପ୍ରଚାର ପାଇଁ ୟୁଟ୍ୟୁବରୁ ହଟିଲା ୧ମିଲିୟନ ଭିଡିଓ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କୋଭିଡ୍-୧୯ ସମ୍ବନ୍ଧୀୟ ମିଥ୍ୟା ପ୍ରଚାର ବା ଲୋକଙ୍କୁ ଭୟଭୀତ କରିବାକୁ ବିଭ୍ରାନ୍ତିକର ତଥ୍ୟ ଦେଉଥିବା ୧ ନିୟୁତ ଭିଡିଓକୁ ଡିଲିଟ କଲା ୟୁଟ୍ୟୁବ । ବୁଧବାର ଏକ ବ୍ଲଗ ପୋଷ୍ଟରେ ୟୁଟ୍ୟୁବ ପକ୍ଷରୁ କୁହାଯାଇଛି ଯେ, ଲୋକ ଦେଖୁଥିବା ବହୁ ସଂଖ୍ୟକ ଭିଡିଓ ଆମେ ହଟାଇଛୁ । ସେଥିମଧ୍ୟରୁ ଆମ ନିୟମ ଭାଙ୍ଗିଥିବା ଭିଡିଓ ଗୁଡ଼ିକରେ ୧୬%ରୁ ୧୮% ଭିୟୁ ହୋଇଛି । ତେବେ ସେଥିମଧ୍ୟରୁ ବିଭ୍ରାନ୍ତିକର ତଥ୍ୟ ଦେଉଥିବା ଭିଡିଓ ମଧ୍ୟ ସାମିଲ ଅଛି । ପ୍ରତି ୩ ମାସକୁ ଥରେ ୟୁଟ୍ୟୁବ ଏପରି ପ୍ରାୟ ୧୦ ମିଲିୟନ ଭିଡିଓ ହଟାଇ ଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ