Masthead

ଘୋଷଣା ହେବ ପିପିଲି ଉପନିର୍ବାଚନ ତାରିଖ!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଘୋଷଣା ହୋଇପାରେ ପିପିଲି ଉପନିର୍ବାଚନ ତାରିଖ। ଏ ନେଇ ବିଭିନ୍ନ ରାଜନୈତିକ ଦଳ ଗୁଡିକର ମତାମତ ଲୋଡିଛନ୍ତି ନିର୍ବାଚନ କମିଶନ । କରୋନା କାଳରେ ନିର୍ବାଚନ କିପରି ଅନୁଷ୍ଠିତ ହେବ, ସେ ସମ୍ପର୍କରେ ସମସ୍ତ ରାଜନୈତିକ ଦଳଗୁଡିକର ମତାମତ ମାଗିଛନ୍ତି ନିର୍ବାଚନ କମିଶନ । ଆସନ୍ତା ଅଗଷ୍ଟ ୩୦ ତାରିଖ ସୁଦ୍ଧା ମତାମତ ଜଣାଇବା ପାଇଁ ନିର୍ବାଚନ କମିଶନ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼