Masthead

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର ତିଆରି କରିବା ପାଇଁ ସହାୟତା ମିଳିବ । ଘର ତିଆରି ପାଇଁ ୨ଲକ୍ଷ ଲେଖାଏଁ ଟଙ୍କା ଦିଆଯିବ । ଘର ସମ୍ପୂର୍ଣ୍ଣ କରିବା ପାଇଁ ଆବଶ୍ୟକ ଅବଶିଷ୍ଠ ଟଙ୍କା ସେବାୟତ ପରିବାର ଯୋଗାଡ଼ କରିବେ । ପ୍ରଥମ ପର୍ଯ୍ୟାୟରେ ୪୦୦ ପରିବାରକୁ ମିଳିବ ଏହି ସୁବିଧା । ସେବାୟତଙ୍କ ଘର ନିର୍ମାଣ ପାଇଁ ୮ଏକର ଜମିର ବ୍ୟବସ୍ଥା କରାଯିବ । ପ୍ରତି ପରିବାରକୁ ମିଳିବ ୬ଶହ ବର୍ଗଫୁଟ ଜାଗା । ସେବାୟତମାନଙ୍କଠାରୁ ଆବେଦନପତ୍ର ଆହ୍ୱାନ କରାଯିବ । ଆବେଦନକାରୀ ଅଧିକ ହେଲେ ଲଟେରୀ ହେବ ।

ସେହିପରି ଆସନ୍ତା ଶିକ୍ଷାବର୍ଷରୁ ପୁରୀରେ ହେବ ଗୁରୁକୁଳ । ଶ୍ରୀମନ୍ଦିର ମାଟିତୋଟାରେ ହେବ ଗୁରୁକୁଳ । ଏଣିକି ମନ୍ଦିର ପରିଚାଳନା ପାଇଁ ୫ବର୍ଷିୟା ଯୋଜନା ପ୍ରସ୍ତୁତ ହେବ । ପୁରୀ ଶ୍ରୀମନ୍ଦିର ନୂତନ ପରିଚାଳନା କମିଟିର ପ୍ରଥମ ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକ ଶେଷରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଏହି ସୂଚନା ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ