Masthead

୯ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବର୍ଷାରେ ଭିଜୁଛି ଓଡ଼ିଶା । ମୌସୁମୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେଉଛି । ତେବେ ଶୁକ୍ରବାର ରାଜ୍ୟର ଉପକୂଳ ଓଡ଼ିଶାରେ ଅଧିକାଂଶ ଜାଗାରେ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ଜାଗାରେ ବର୍ଷା ହେବ । ଶୁକ୍ରବାର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ପାଣିପାଗ ବିଭାଗ କହିଛି, ଶୁକ୍ରବାର କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ, ପୁରୀ, ଅନୁଗୁଳ, ବଲାଙ୍ଗିର ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ଏହାବାଦ୍‌ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି। ୨୮ ତାରିଖରେ ମଧ୍ୟ କେତେକ ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ