Masthead

ଅପରାହ୍ନରେ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ(ବଡ଼ ଖବର ବ୍ୟୁରୋ): ଶୁକ୍ରବାର ଅପରାହ୍ନ ୨ଟାରୁ ଶ୍ରୀମନ୍ଦିରରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି । ଏହି ନୀତି ସମ୍ପନ୍ନ ହେବ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ରହିଛି ।

ଅପରାହ୍ନରେ ଦଇତାପତି ସେବକମାନେ ଏହି ସେବା କରିବେ । ଭୋଗମଣ୍ଡପ ନୀତି ଶେଷ ପରେ ରାହୁରେଖା ନୀତି ହେବ । ଶ୍ରୀବିଗ୍ରହଙ୍କ ଶ୍ରୀମୁଖରେ ସ୍ୱର୍ଣ୍ଣ ନିର୍ମିତ ଏକ ବଳୟ(ପଟି)କୁ ରାହୁରେଖା କୁହାଯାଏ। ରାହୁରେଖା ଲାଗିପରେ ଠାକୁରଙ୍କ ମହାସ୍ନାନ ନୀତି ବଢି ପରବର୍ତ୍ତୀ ନୀତି ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?