Masthead

କେରଳରେ ତୃତୀୟ ଲହର ଆରମ୍ଭ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେରଳରେ ଏବେ ସଂକ୍ରମଣ ପୁଣି ବଢିବାରେ ଲାଗିଛି । ଏଠାରେ ତୃତୀୟ ଲହର ସଂକ୍ରମଣ ଆରମ୍ଭ ହୋଇଥିବା ଆଶଙ୍କା କରାଯାଉଛି । ଏହାକୁ ନେଇ ଓଡ଼ିଶାରେ ମଧ୍ୟ ଆତଙ୍କ ଖେଳିଯାଇଛି ।

ତୃତୀୟ ଲହରରେ ଅଧିକାଂଶ ଶିଶୁ ସଂକ୍ରମିତ ହେବେ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଆକଳନ କରିଛନ୍ତି । ମୁକାବିଲା ପାଇଁ ସରକାର ମଧ୍ୟ ପ୍ରସ୍ତୁତ ହୋଇରହିଛନ୍ତି । ଏପରି ପରିସ୍ଥିତିରେ ରାଜ୍ୟରେ ଶିଶୁଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢିଛି । କାରଣ କିଛିଦିନ ହେବ ରାଜ୍ୟରେ ପ୍ରତିଦିନ ୧୮ ବର୍ଷ ବୟସ ମଧ୍ୟରେ ଶହେରୁ ଅଧିକ ଶିଶୁ ଓ କିଶୋର ଆକ୍ରାନ୍ତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ