Masthead

କମୁନି ହାତୀ ଉପଦ୍ରବ

ତେଲକୋଇ (ବଡ଼ ଖବର ବ୍ୟୁରୋ): ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ବିଟ ଅଞ୍ଚଳରେ ଥମୁନି ହାତୀ ଉପଦ୍ରବ । ନଷ୍ଟ କଲେ ଏକର ଏକର ଧାନଫସଲ । ଜମି ନିକଟରେ ଥିବା ମଞ୍ଚାକୁ ଭାଙ୍ଗିଲେ । ଅଳ୍ପକେ ବର୍ତିଲେ ଚାଷୀ । ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ବିଟ ଅଞ୍ଚଳର ପୁରୁଯୋଡା ଗାଁରେ ୬ଟିକିଆ ହାତୀପଲ ଧାନ ବିଲରେ ଉପଦ୍ରବ କରିଥିଲେ ।

ଗୁରୁବାର ବିଳମ୍ବିତ ରାତିରେ ହାତୀପଲ ଧାନ ଜମିରେ ପଶି ବହୁ ଚାଷୀଙ୍କର ଧାନଫସଲ ଦଳିଚକଟି ନଷ୍ଟ କରିଛନ୍ତି। ବାରମ୍ବାର ହାତୀପଲ ଧାନଫସଲକୁ ନଷ୍ଟ କରୁଥିବାବେଳେ ବନବିଭାଗ ହାତୀଙ୍କୁ ଘଉଡାଇବାରେ ବିଫଳ ହୋଇଥିବା ଅଭିଯୋଗ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ