Masthead

ଚାଲିଥିଲା ମେଣ୍ଢା ଲଢେଇ, ହଠାତ ପହଞ୍ଚିଲା ପୋଲିସ…

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ପାରମ୍ପାରିକ ମେଣ୍ଢା ଲଢେଇରେ ପୋଲିସର ଚଢାଉ । ଲୋକ ଭିଡ ଭିତରେ ଯାମଦା ପୋଲିସ ନାକେଦମ୍ । ଯାମଦା ଥାନା ଗୁଳତା ଗ୍ରାମରେ ମେଣ୍ଢା ଲଢେଇ ହେଉଥିଲା । କୋଭିଡ ଗାଇଡଲାଇନ ଉଲ୍ଲଙ୍ଘନ କରି ଶତାଧିକ ଲୋକେ ଏକାଠି ହୋଇଥିବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚଢାଉ କରିଥିଲା ।

ଏହି ସମୟରେ ପୋଲିସକୁ ନାକେଦମ୍ ହେବାକୁ ପଡିଥିଲା । ଭିଡକୁ ସମ୍ଭାଳିବା ପାଇଁ ହାତ ଗଣତି ପୋଲିସ୍ କର୍ମଚାରୀଙ୍କୁ ପଠାଇବା ଉଚ୍ଚ ପଦସ୍ଥ ଅଧିକାରୀଙ୍କ କାର୍ୟ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ