Masthead

ତାଲିବାନି ଶାସନ କରୁଛି ମାନବବାଦ ସଂଗଠନ

ବେଗୁନିଆ (ବଡ଼ ଖବର ବ୍ୟୁରୋ): ତାଲିବାନି ଶାସନ କରୁଛି ମାନବବାଦ ସଂଗଠନ । ଚରମ ସୀମାରେ ପହଂଚିଛି ନୃଶଂସତା । ସଙ୍ଗଠନରେ ସାମିଲ ନହେବାରୁ ମାନବିକତାର ସବୁସୀମା ଟପିଗଲେ ମାନବବାଦ ସଂଗଠନର କର୍ମକର୍ତ୍ତା । ବାପ ପୁଅଙ୍କୁ ଗୋରୁ ଗାଈଙ୍କ ଭଳି ପିଟିଲେ । ଯାହାର ଭିଡ଼ିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରଲ ହେବାରେ ଲାଗିଛି ।

ଇଏ ସେଇ ମାନବବାଦ ସଂଗଠନ ଯିଏ ଗତ ୨ ତାରିଖ ରାତିରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଅଭିମାନପୁର ଗ୍ରାମର ସତ୍ୟବ୍ରତ ନାୟକଙ୍କୁ ହତ୍ୟା କରି ପୋଡ଼ିଦେଇଥିଲେ । କିନ୍ତୁ ତା ପୂର୍ବରୁ କଡବ ଗ୍ରାମର ମାଗୁଣି ନାୟକ ଏବଂ ତାଙ୍କ ପୁଅଙ୍କୁ ଘରୁ ଡାକିନେଇ କରଡ଼ଗାଡ଼ିଆ କୋଠଘରେ ନିର୍ଧୁମ ମାଡ଼ ମାରିଥିବାର ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରଲ ହେଉଛି । ସଙ୍ଗଠନ କର୍ମକର୍ତ୍ତାଙ୍କ ଭୟରେ ମାଗୁଣି ଏବଂ ତାଙ୍କ ପୁଅ ଥାନାରେ ଅଭିଯୋଗ କରିନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା