Masthead

ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ମଧ୍ୟାହ୍ନଭୋଜନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏଥର ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ବି ମିଳିବ ମଧ୍ୟାହ୍ନଭୋଜନ । ଏହା ପ୍ରଥମେ କେନ୍ଦୁଝର ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି । ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସହ ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ଦିଆଯିବ ମଧ୍ୟାହ୍ନଭୋଜନ ।

୨୦୨୧-୨୨ ଶିକ୍ଷାବର୍ଷରେ ଜିଲ୍ଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌)ରୁ ପ୍ରଥମେ କେନ୍ଦୁଝର ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଏହାଦ୍ବାରା ଜିଲ୍ଲାର ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ। ଏଥିସହ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନଭୋଜନ ଦିଆଯିବା ନେଇ ଆଲୋଚନା ଆରମ୍ଭ ହୋଇଛି। ଯଦି ସବୁ କିଛି ଠିକ ଭାବେ ଚାଲେ, ତେବେ ୨୦୨୨-୨୩ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ସରକାରୀ ହାଇସ୍କୁଲରେ ଏହି ସୁବିଧା ଉପଲବ୍ଧ କରିବାକୁ ଲକ୍ଷ୍ୟ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା