Masthead

୩ଦିନ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ(ବଡ଼ ଖବର ବ୍ୟୁରୋ): ଶନିବାରଠୁ ତିନିଦିନ ଧରି ବନ୍ଦ ରହିବ ଶ୍ରୀମନ୍ଦିର । ଭକ୍ତଙ୍କ ଗହଳି ଜୋର ଧରୁଥିବା ବେଳେ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହିବା ଖବର ଭକ୍ତଙ୍କୁ ଚିନ୍ତିତ କରିଛି । ଶନି, ରବି ସପ୍ତାହାନ୍ତ ସଟଡାଉନ । ସୋମବାର ଜନ୍ମାଷ୍ଟମୀରେ ଗହଳି ହେବାର ସମ୍ଭାବନା ଥିବାରୁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ଘୋଷଣା କରିସାରିଛି ।

ଏହି କାରଣରୁ ଦୂରଦୂରାନ୍ତର ଦର୍ଶନାର୍ଥୀମାନେ ଶ୍ରୀମନ୍ଦିରକୁ ନ ଆସିବାକୁ ମନ୍ଦିର ପ୍ରଶାସନ ପରାମର୍ଶ ଦେଇଛି । ଦୀର୍ଘ ଦିନର ଅପେକ୍ଷା ପରେ ଭକ୍ତମାନେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ସୁଯୋଗ ପାଇଛନ୍ତି । ପ୍ରତିଦିନ ହଜାର ହଜାର ଭକ୍ତ ଏହାର ସୁଯୋଗ ନେଉଛନ୍ତି । ୫ଦିନ ମଧ୍ୟରେ ୫୦ହଜାରରୁ ଅଧିକ ଦର୍ଶନାର୍ଥୀ ଶ୍ରୀମନ୍ଦିର ପ୍ରବେଶ କରି ପ୍ରଭୁଙ୍କ କୃପା ଭିକ୍ଷା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା