Masthead

କାବୁଲରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ଆମେରିକା

(ବଡ଼ ଖବର ବ୍ୟୁରୋ): କାବୁଲରୁ ଉଦ୍ଧାର କାର୍ଯ୍ୟ ଜୋରଦାର କରିଛି ଆମେରିକା । ୨୪ ଘଣ୍ଟାରେ କାବୁଲରୁ ୪ହଜାର ୨୦୦ଶହ ଲୋକଙ୍କୁ ସ୍ଥାନାନ୍ତର କରିଛି ଆମେରିକା । ୧୪ ତାରିଖରୁ ଆଜି ପର୍ଯ୍ୟନ୍ତ ୧ଲକ୍ଷ ୯ହଜାର ୨ଶହ ଲୋକଙ୍କୁ ଉଦ୍ଧାର କରାଯାଇଛି । ଅଗଷ୍ଟ ୩୧ ସୁଦ୍ଧା ଆଫଗାନିସ୍ତାନରୁ ସବୁ ଆମେରିକୀୟଙ୍କୁ ସୁରକ୍ଷିତ ଉଦ୍ଧାର କରାଯିବ ।

ତେବେ କାବୁଲ ଏୟାରପୋର୍ଟ ବ୍ଲାଷ୍ଟରେ ମୃତ୍ୟୁ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି। ଏହି ଘଟଣାରେ ସାରା ବିଶ୍ବ ଚହଲି ଯାଇଛି । ଆତ୍ମଘାତୀ ହମଲା କରିଥିବା ଆତଙ୍କୀର ଫଟୋ ଜାରି କରିଛି। ମୃତକଙ୍କ ଭିତରେ ଅଛନ୍ତି ୧୩ ଆମେରିକୀୟ କମାଣ୍ଡୋ। ପ୍ରାଣ ହରାଇଥିବା ୯୫ ଆଫଗାନୀଙ୍କ ଭିତରେ ଅଛନ୍ତି ୨୮ଜଣ ତାଲିବାନ ଆତଙ୍କୀ।

ଏହି ତାଲିବାନ ଆତଙ୍କୀମାନେ ବିମାନବନ୍ଦର ବାହାରେ ଜଗିଥିଲେ। ବିସ୍ଫୋରଣରେ ଅଧିକାଂଶ ମହିଳା ଏବଂ ଶିଶୁ ପ୍ରାଣ ହରାଇଥିବା ଜଣାପଡିଛି। ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି କୁଖ୍ୟାତ ଆତଙ୍କୀ ସଂଗଠନ ଖୁରାସାନ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି