Masthead

ବୋଲେରୋ ବାଇକ୍ ମୁହାଁ ମୁହିଁ ଧକ୍କା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗତକାଲି ଭୁବନେଶ୍ୱର ସତସଙ୍ଗ୍ ବିହାର ନିକଟରେ ଦୁର୍ଘଟଣା ଘଟିଛି । ରସୁଲଗଡ ପଟୁ ଦୃତ ଗତିରେ ଆସୁଥିବା ଏକ ବୋଲେରୋ ବାଇକକୁ ଧକ୍କା ଦେଇଥିଲା । ଫଳରେ ବୁଲେଟ୍ ଚାଳକ ଓ କନେଷ୍ଟବଳ ଗୁରୁତର ଭାବେ ଉଦ୍ଧାର ହୋଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଏମସ୍ ମେଡିକାଲରେ ଭର୍ତ୍ତି କରାଯାଇଥିଲା।

ହେଲେ ମେଡିକାଲରେ କନେଷ୍ଟବଳର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ତେବେ ମୃତକ ଜଣଙ୍କ ହେଲେ ଉଲ୍ଲଣ୍ଡା ଥାନାର ପୋଲିସ କର୍ମଚାରୀ ଅସିତ୍ ମିଶ୍ର । ଅପରପକ୍ଷେ ବୋଲେରରେ ଥିବା ଦୁଇଜଣ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ସେଠାରେ ପୋଲିସ ପହଞ୍ଚି ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ମିଳିଥିବା ସୁଚନା ଅନୁସାରେ ବୋଲେରୋ ଓ ବୁଲେଟ ରାସ୍ଥା ମଝିରେ ଓଲଟି ପଡିଛି । ତେବେ ପୋଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ଗାଡିକୁ ସିଧା କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା