Masthead

ପାରାଅଲିମ୍ପିକ୍ସରେ ଭାରତକୁ ମିଳିଲା ପ୍ରଥମ ମେଡାଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟୋକିଓ ପାରାଅଲିମ୍ପିକ୍ସରେ ଭାରତକୁ ମିଳିଲା ପ୍ରଥମ ମେଡାଲ । ଭାବିନା ପଟେଲ ଟେବୁଲ ଟେନିସରେ ଭାରତ ପାଇଁ ରୌପ୍ୟ ପଦକ ଜିତି ଇତିହାସ ରଚିଛନ୍ତି । ସ୍ୱର୍ଣ୍ଣ ପଦକ ପାଇଁ ଚୀନ ପ୍ରତିଯୋଗୀ ଜୋହୁ ୟିଙ୍ଗଙ୍କ ସହ ତାଙ୍କର ଲଢ଼େଇ ଚାଲିଥିଲା । ତାଙ୍କଠାରୁ ପରାସ୍ତ ହୋଇ ରୌପ୍ୟ ପଦକ ହାସଲ କରିଛନ୍ତି ଭାବିନା । ଜାପାନର ଟୋକିଓରେ ଚାଲିଥିବା ପାରା ଅଲିମ୍ପିକ୍ସର ଟେବୁଲ ଟେନିସ ପ୍ରତିଯୋଗୀତାରେ ବିଶ୍ୱର ୩ ନମ୍ବର ଖେଳାଳି ମିଓଙ୍କୁ ୩-୨ରେ ହରାଇ ଫାଇନାଲରେ ପ୍ରବେଶ କରିଥିଲେ ଭାବିନା ।

ପ୍ରଥମ ଭାରତୀୟ ଭାବେ ଭାବିନା ପାରା ଅଲିମ୍ପିକ୍ସର ଟେବୁଲ ଟେନିସରେ ଫାଇନାଲରେ ପ୍ରବେଶ କରିଥଲେ । ସେପଟେ ଝିଅ ପଦକ ଜିତିବା ପରେ ପରିବାରରେ ଖୁସିର ମାହୋଲ । ରାସ୍ତାରେ ଦେଖିବାକୁ ମିଳିଥିଲା ଉତ୍ସବର ମାହୋଲ । ବାଣ ଫୁଟାଇ ମିଠା ଖୁଆଇ ସେଲିବ୍ରେସନ କରୁଛନ୍ତି ଲୋକେ । ଏପରିକି ପରସ୍ପର ଅଭିର ଲଗାଇ ହୋଲି ସେଲିବ୍ରସନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼