Masthead

ବିଲଡରଙ୍କୁ ହାଣି ଅଲଗା କଲେ ମୁଣ୍ଡ ଗଣ୍ଡି

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବିଲଡରଙ୍କୁ ହାଣି ମୁଣ୍ଡ ଗଣ୍ଡି ଅଲଗା କଲେ ଦୁର୍ବୁତ୍ତ। ରକ୍ତରେ ଖେଳିଲେ ହୋଲି । ନିଜ ପ୍ଲଟ୍‌ରେ ଅତି ବୀଭତ୍ସ ଭାବେ ହାଣି ମୁଣ୍ଡ ଗଣ୍ଡି ଅଲଗା କଲେ ଦୁର୍ବୃତ୍ତ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ରେମୁଣା ଗୋଲେଇ-ବାଲଗୋପାଲପୁରଠାରେ । । ମୃତକ ହେଲେ ଗଣେଶ୍ୱରପୁର ଗାଁର ରମେଶ ବେହେରା ଓରଫ ନୁନୁ ।

ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପ୍ଲଟ ଉପରେ ଥିବାବେଳେ ଶନିବାର ସନ୍ଧ୍ୟା ବେଳେ କେତେକ ଯୁବକ ମାରଣାସ୍ତ୍ରରେ ତାଙ୍କୁ ଅତି ନୃଶଂସ ଭାବେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିଲେ। ପରେ ସେଠାରୁ ଚମ୍ପଟ ମାରିଥିଲେ। ହତ୍ୟାକାଣ୍ଡର କାରଣ ଜଣାପଡ଼ି ନଥିବା ବେଳେ ଜମିଜମା କିମ୍ୱା ପୂର୍ବ ଶତ୍ରୁତାରୁ ହାଣିଥିବା ଅନୁମାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା