Masthead

ଯମୁନାରେ ବୁଡ଼ି ୩ ଶିଶୁଙ୍କର ମୃତ୍ୟୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଯମୁନାରେ ବୁଡ଼ି ୩ ଶିଶୁଙ୍କର ମୃତ୍ୟୁ । ନର୍ଥ ଦିଲ୍ଲୀର ତିମାରପୁର ଥାନା ଅଞ୍ଚଳରେ ଏହି ଦୁଃଖଦାୟକ ଘଟଣା ଘଟିଛି । ସକାଳୁ ସକାଳୁ ୱଜିରାବାଦ୍ ଅଞ୍ଚଳରେ ୪ ଶିଶୁ ଗାଧୋଇବା ପାଇଁ ନଦୀକୁ ଯାଇଥିଲେ । ଏତିକି ବେଳେ ତିନି ଜଣ ବୁଡ଼ିଯାଇଥିଲେ । ଏନେଇ ପୋଲିସକୁ ଖବର ଦିଆଯିବା ପରେ ପୋଲିସ ଏବଂ ଅଗ୍ନିଶମବାହିନୀ ପହଞ୍ଚି ୩ ଜଣଙ୍କର ଶବ ଉଦ୍ଧାର କରିଥିଲେ । ସମସ୍ତ ମୃତକ ଭଜନପୁରା ଅଞ୍ଚଳର । ପୋଲିସ ଶବର ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ 🔴 ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍ 🔴 କୃଷି ଓ ଖାଦ୍ୟ କ୍ଷେତ୍ରରେ ଭାରତ-ଇଟାଲୀର ସହଭାଗିତା 🔴 ‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ 🔴 ହ୍ରାସ ପାଇଲା ରେପୋ ରେଟ୍ 🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ 🔴 ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍ 🔴 କୃଷି ଓ ଖାଦ୍ୟ କ୍ଷେତ୍ରରେ ଭାରତ-ଇଟାଲୀର ସହଭାଗିତା 🔴 ‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ 🔴 ହ୍ରାସ ପାଇଲା ରେପୋ ରେଟ୍ 🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର