Masthead

ନିମ୍ନାମାନର ରାସ୍ତା କାମ କରି ଦୁଇ ଯନ୍ତ୍ରୀ ନିଲମ୍ବିତ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଅସ୍ତରଙ୍ଗରୁ ନିମାପଡ଼ା ମୁଖ୍ୟରାସ୍ତା ନିମ୍ନାମାନର ହୋଇଥିବା ଅଭିଯୋଗ ପରେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ରାସ୍ତା ଉପରୁ ପିଚୁ ଉଠିଯାଉଥିବା ଭିଡିଓ ଭାଇରାଲ ହୋଇଥିଲା । ଘଟଣାରେ ଯନ୍ତ୍ରୀ ସାରଦା ପ୍ରସନ୍ନ ଦାସ ଏବଂ ସେକ୍ସନ ଯନ୍ତ୍ରୀ ଜଗନ ଜେନାଙ୍କୁ ସରକାର ନିଲମ୍ବନ କରିଛନ୍ତି ।

ତେବେ କାମ କରିଥିବା କେବିଏମ କନଷ୍ଟ୍ରକସନ ବିରୋଧରେ କେବେ କାର୍ଯ୍ୟାନୁଷ୍ଠନ ନିଆଯିବ ବୋଲି ବିଜେପି ପକ୍ଷରୁ ପ୍ରସମିଟ କରି ପ୍ରଶ୍ନ ପଚରାଯାଇଛି । ପୂର୍ବତନ ବିଧାୟକ ରବି ମଲ୍ଲିକ ଜିଲ୍ଲା ଯୁବ ମୋର୍ଚ୍ଚା ସମ୍ପାଦକ କାକଟପୁର ବିଧାୟକଙ୍କ ଉପରେ ବର୍ଷିଛନ୍ତି । ସମ୍ପୃକ୍ତ ସଂସ୍ଥା ନିମ୍ନମାନର ରାସ୍ତାକାମ କରି କୋଟିକୋଟି ଟଙ୍କା ହରିଲୁଟ କରିଥିବା ବିଜେପି କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ