Masthead

ପାରାଅଲିମ୍ପିକ୍ସରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପାରାଅଲିମ୍ପିକ୍ସରେ ଭାରତକୁ ବଡ଼ ସଫଳତା । ଦେଶକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଭେଟିଦେଇଛନ୍ତିଅଭନୀ ଲଖେର । ୧୯ ବର୍ଷୀୟ ସୁଟର ମହିଳା ୧୦ ମିଟର ଏୟାର ରାଇଫଲର କ୍ଲାସ୍ SH1ରେ ଏହି ଯୋଗ୍ୟତା ଅର୍ଜନ କରିଛନ୍ତି । ଜୟପୁରର ଅବନୀ ଯୋଗ୍ୟତା ପର୍ଯ୍ୟାୟରେ ୨୧ ଜଣ ସୁଟରଙ୍କ ମଧ୍ୟରେ ସପ୍ତମ ସ୍ଥାନ ହାସଲ କରି ଏହି ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଥିଲେ । ତେବେ ନିଜ ମ୍ୟାଚରେ ୬୦ ଟି ସିରିଜରେ ୬ଟି ସଟ୍ ପରେ ସେ ୬୨୧.୭ସ୍କୋର କରିଥିଲେ । ଯାହା ଏହାକୁ ଶ୍ରେଷ୍ଠ ଆଠଟି ସୁଟର ମଧ୍ୟରେ ପହଞ୍ଚାଇବା ପାଇଁ ଯଥେଷ୍ଟ ଥିଲା ।

ତେବେ ଅଭନୀଙ୍କ ଏହି ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସେମତ ଅନେକ ବ୍ୟକ୍ତି ବିଶେଷ ଶୁଭେଚ୍ଛା ଜଣାଇଛନ୍ତି । ତାଙ୍କର ଏହି ସଫଳତା ପାଇଁ ଶୁଭକମନା ଦେଇଛନ୍ତି । ସୂଚନା ଥାଉକି, ରବିବାର ଭାବିନା ପଟେଲ ମହିଳା ସିଙ୍ଗଲ୍ସ ଟେବୁଲ୍ ଟେନିସରେ ରୌପ୍ୟ ପୁରୁଷ ହାଇ ଜମ୍ପ୍ ଇଭେଣ୍ଟରେ ନିଶାଦ କୁମାର ରୌପ୍ୟ ପଦକ ଜିତିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ