Masthead

ଯୋଗେଶ ଆଣିଲେ ରୌପ୍ୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଟୋକିଓ କାରାଲିମ୍ପିକ୍ସରେ ଭାରତ ପାଇଁ ଆଉ ଏକ ପଦକ ହାସଲ କରିଛନ୍ତି ଯୋଗେଶ କାଥୁନିଆ । ଡିସକସ୍ ଥ୍ରୋରେ ଯୋଗେଶ ରୌପ୍ୟ ପଦକ ହାସଲ କରିଛନ୍ତି । ୪୪.୩୮ ମିଟର ଡିସକସ ଫିଙ୍ଗି ସେ ଏହି ସଫଳତା ହାସଲ କରିଛନ୍ତି । ପଦକ ହାସଲକାରୀ ଯୋଗେଶଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପାରାଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ