Masthead

ପୂର୍ବତନ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ

କଟକ (ବଡ଼ ଖବର ବ୍ୟୁରୋ): କନ୍ଦରପୁର କଲେଜର ପୂର୍ବତନ ଅଧ୍ୟକ୍ଷ ସୁଦର୍ଶନ ଶତପଥୀଙ୍କୁ ମରଣାନ୍ତକ ଆକ୍ରମଣ । ଗାଡି ନେଇ ବଜାରକୁ ଆସୁଥିବା ସମୟରେ ମୁଣ୍ଡାସାହି ଗଡା ନିକଟରେ କେହି ଦୁବୃର୍ତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ପୂର୍ବ ପ୍ରସ୍ତୁତି ଅନୁଯାୟୀ ତାଙ୍କୁ ନିର୍ମମ ଭାବରେ ହାଣି ଘଟଣାସ୍ଥଳରୁ ଖସି ଫେରାର ହୋଇଯାଇଥିଲେ ଦୁବୃର୍ତ୍ତ ।

ତାଙ୍କୁ ରକ୍ତ ଝୁଡୁବୁଡୁ ଅବସ୍ଥାରେ କଟକ ବଡ଼ ମେଡ଼ିକାଲ ଅଣାଯାଇଥିଲା । ସେଠାରେ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି । ତାଙ୍କ ଘର ପାଖର ଜଣେ ଯୁବକ ତାଙ୍କୁ ହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର