Masthead

ଟ୍ରେନ ଧକ୍କାରେ ୩ ମୃତ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଟ୍ରେନ ଧକ୍କା ରେ ୩ ମୃତ । ଅଳ୍ପକେ ବର୍ତ୍ତିଗଲେ ୪ ଜଣ ଯାତ୍ରୀ। ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ନିକଟ ରେଳ ଧାରଣାରେ ଚାଲି ଚାଲି ଯାଉଥିବାବେଳେ ପଛପଟୁ ଧକ୍କା ଦେଲା ଟ୍ରେନ୍। ବିଶାଖାପାଟନମ୍ ଓ ଟାଟା ସାପ୍ତାହିକ ଏକ୍ସପ୍ରେସ୍ ଧକ୍କା ଦେଇଥିଲା । ମୃତକମାନେ ବିହାର ଅଞ୍ଚଳର ବୋଲି ଜଣାପଡିଛି। ଖବର ପାଇ ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି