Masthead

୪୨ହଜାର ୯୦୯ଜଣ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଗତ ୨୪ଘଣ୍ଟା ମଧ୍ୟରେ  ୪୨୯୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୮୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୭ ଲକ୍ଷ ୩୭ ହଜାର ୯୩୯ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୮ ହଜାର ୨୧୦ରେ ପହଞ୍ଚିଛି। ଏବେ ଦେଶରେ ୩୭୬୩୨୪ ସକ୍ରିୟ ମାମଲା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା ।