Masthead

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ କଳା ପତାକା ପ୍ରଦର୍ଶନ

ପୁରୁଷୋତ୍ତମପୁର (ବଡ଼ ଖବର ବ୍ୟୁରୋ): ବିଜେପି ଯୁବମୋର୍ଚ୍ଚା ପକ୍ଷରୁ କଳା ପତାକା ପ୍ରଦର୍ଶନ ।ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି  ଘୁମୁସର ଜିଲ୍ଲାରେ । ସାଧାରଣଲୋକଙ୍କ ପାଇଁ ମା’ ତାରାତାରିଣୀଙ୍କ ମନ୍ଦିର ବନ୍ଦ ଥିଲା ବେଳେ ନେତା ମନ୍ତ୍ରୀଙ୍କ ପାଇଁ ଖୋଲା ରହିଛି । ଏହାକୁ ନେଇ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଆସିଥିବା ବିଧାୟକ, ମନ୍ତ୍ରୀମାନଙ୍କୁ କଳା ପତାକା ପ୍ରଦର୍ଶନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା