Masthead

ନୃଶଂସ ସ୍ୱାମୀର ବର୍ବରକାଣ୍ଡ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ନୃଶଂସ ସ୍ୱାମୀର ବର୍ବରକାଣ୍ଡ । ଗର୍ଭବତୀ ସ୍ତ୍ରୀର ତଣ୍ଟି କାଟି ହତ୍ୟା ଉଦ୍ୟମ। ଗୁରୁତର ଅବସ୍ଥାରେ କେସିଙ୍ଗା ହସ୍ପିଟାଲରେ ଭର୍ତ୍ତି।ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେସିଙ୍ଗା ଥାନା ଧନରମାଲ ଗାଁରେ । ଅଭିଯୁକ୍ତ ହେଲେ ନିହାର ସାହାଣୀ । ସମ୍ବଲପୁର ଅଂଚଳର ପ୍ରକାଶନୀ ସାହାଣୀ ଧନରମାଲ ଅଂଚଳର ନିହାର ସାହାଣୀଙ୍କୁ ବିବାହ କରିଥିଲେ।

ଆଜି ସକାଳୁ ପଡୋଶୀ ପ୍ରକାଶନୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କେସିଙ୍ଗା ହସ୍ପିଟାଲ ରେ ଭର୍ତ୍ତି କରିଛନ୍ତି। ପ୍ରକାଶନୀଙ୍କ ବୟାନ ଅନୁଯାୟୀ ରବିବାର ରାତିରେ ସ୍ବାମୀ ଗଳାକାଟି ଦେବାରୁ ସେ ଅଚେତ ହୋଇ ପଡ଼ିଥିଲେ। ଆଜି ସକାଳୁ ପଡୋଶୀ ଉଦ୍ଧାର କରିଥିଲେ । ଘଟଣାସ୍ଥଳରେ ପୋଲିସ ପହଂଚି ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ସ୍ବାମୀ ନିହାର ସାହାଣୀ ଫେରାର ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ