Masthead

ଆମେରିକା ଡ୍ରୋନ ଆକ୍ରମଣରେ ପ୍ରାଣ ହରାଇଛନ୍ତି ଅନେକ ଶିଶୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କାବୁଲରେ ହାହାକାର । ଆତଙ୍କବାଦୀଙ୍କ ଆକ୍ରମଣ ପରେ ଏବେ ଆମେରିକା ଏବେ ଆତଙ୍କୀଙ୍କୁ ଖୋଜି ଖୋଜି ମାରୁଛି । କାବୁଲରେ ଆମେରିକାର ଡ୍ରୋନ ଷ୍ଟ୍ରାଇକ ପରେ ଅନେକଙ୍କର ମୃତ୍ୟୁ ହୋଇଛି । ତେବେ ସେମାନଙ୍କ ମଧ୍ୟରେ ଅଧିକ ଶିଶୁ ରହିଥିବା ସୂଚନା ମିଳୁଛି ।

ଆମେରିକା ଦାବି କରିଛି ଯେ, କାବୁଲ ବିମାନବନ୍ଦରରେ ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଥିବା ଆଇଏସଆଇର ଆତ୍ମଘାତୀ ବିସ୍ଫୋରଣକାରୀଙ୍କ ଉପରେ ଆକ୍ରମଣ କରିଛି । କିନ୍ତୁ ସ୍ଥାନୀୟ ସାମ୍ବାଦିକ ତଥା ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ କହିବା ମୁତାବକ ଏହି ଆକ୍ରମଣରେ ଗୋଟିଏ ପରିବାରର ୬ଜଣ ଶିଶୁଙ୍କ ସମେତ ୯ଜଣଙ୍କର ମୃତ୍ୟୁ ହୋଇଛି । ୨ଜଣ ଶିଶୁଙ୍କ ବୟସ ୨ବର୍ଷ ହୋଇଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ