Masthead

ସିନ୍ଦୂର ପିନ୍ଧିବା ମନା

ବେଗୁନିଆ (ବଡ଼ ଖବର ବ୍ୟୁରୋ): ମାନସ ଦାସ ସଂଗଠନର ଫିଟୁଛି ଗୁମର । ଫିଟୁଛି ଗୋଟିଏ ପରେ ଗୋଟିଏ ଗୁମର । କିଭଳି ମାନସ ଦାସଙ୍କ ମାନବବାଦ ସଂଗଠନରେ ସାମିଲ ନହୋଇ ଏବେ ଗାଁରୁ ତଡା ଖାଇ ବାହାରେ ରହୁଛନ୍ତି ବେଗୁନିଆ ବ୍ଲକ ଡାଳତୋଳା ନିଆଁମୁଁହ ଗ୍ରାମର ରମେଶ ନାୟକ, ସାଧୁ ନାୟକ, ଡମ୍ବରୁ ପ୍ରଧାନ, ଯୋଗୀ ପ୍ରଧାନ,ସର୍ବେର ପ୍ରଧାନ ଏବଂ ଭିମ ପ୍ରଧାନଙ୍କ ପରିବାର ।

୨୦୧୪ ମସିହାରେ କାଜୁ ଜଙ୍ଗଲକୁ ନେଇ ଏହି ଗଣ୍ଡଗୋଳ ଘଟିଥିବା ଜଣାପଡିଛି । ଘଟଣା ସମ୍ପର୍କରେ ଖୋର୍ଦ୍ଧା ସଦର ଥାନାରେ ଅଭିଯୋଗ କରିବା ପରେ ପୋଲିସ ବି ସେତେବେଳେ ଚୁପ ବସିଥିଲା । ସେହିଭଳି ଏହି ମାନବବାଦ ସଂଗଠନ ର ଆଇନ ଅନୁସାରେ ଯିଏ ନଜୀବ ଏଭଳି କଷ୍ଟ ଭୋଗିବାକୁ ପଡେ ବୋଲି କହିଛନ୍ତି ପୀଡିତ ପରିବାର ।

ସେପଟେ ଏହି ସଂଗଠନ ର ନିୟମ ହେଉଛି ମହିଳା ମାନେ କାଚ ସିନ୍ଦୁର ଲଗାଇବେନି,ଠାକୁରଙ୍କୁ ମାନିବେନି, ବିବାହ ହେବନି,ଯିଏ ମଲେ ସୁଧି ହେବେନି । ତେବେ ଏହିପରି ଭାବରେ ନିରୀହ ଆଦିବାସୀଙ୍କୁ ଅତ୍ୟାଚାର କରି ସଙ୍ଗଠନରେ ସାମିଲ ହେବାକୁ କୁହାଯାଉଥିଲା ବୋଲି ଅଭିଯୋଗ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ