Masthead

ଜମିବାଡ଼ି ବିବାଦକୁ ନେଇ ଦମ୍ପତି ପିଇଲେ ବିଷ

ମହାକାଳପଡା (ବଡ଼ ଖବର ବ୍ୟୁରୋ): ଜମିବାଡ଼ି ବିବାଦକୁ ନେଇ ଦମ୍ପତି ପିଇଲେ ବିଷ । ଏଭଳି ଅଭାବନୀୟ ଘଟଣା କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ଲାଂଜୁଡା ପଂଚାୟତର ଦୋଳି ଗାଁରେ ଦେଖିବାକୁ ମିଳିଛି । ଜମିବାଡି ବିବାଦକୁ କେନ୍ଦ୍ରକରି ଦୋଳି ଗ୍ରାମର ପୁରୁଷୋତ୍ତମ ସ୍ୱାଇଁ ଓ ତାଙ୍କ ସ୍ତ୍ରୀ ବିଷପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଏହି ପରିବାରକୁ ଗ୍ରାମବାସୀ ସାମାଜିକ ବାସନ୍ଦ କରିଥିଲେ । ପୁରୁଷୋତ୍ତମ ସ୍ୱାଇଁଙ୍କ ଦୀର୍ଘ ଦିନର ଦଖଲ ଜମିକୁ ଅନ୍ୟ ବ୍ୟକ୍ତି ଜଣେ ଅଧିକାର କରୁଥିଲେ । ବିରୋଧ କରିଥିଲେ ପୁରୁଷୋତ୍ତମ । ଥାନାରେ ଦେଇଥିଲେ ଏତଲା । ପୋଲିସ ନୀରବ ରହିବାରୁ ବହୁଥର ଗ୍ରାମ୍ୟ କମିଟିର ବୈଠକ ହୋଇଥିଲା । ମାତ୍ର ସମାଧାନର ସୂତ୍ର ବାହାରିନଥିଲା । ସବୁଆଡୁ ନିରାଶ ହେବା ପରେ ପୁରୁଷୋତ୍ତମ ଓ ତାଙ୍କ ସ୍ତ୍ରୀ ବିଷ ପିଇ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼