Masthead

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : କିଛି ଦିନ ହେବ ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା କମିଥିବାବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୬୯କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ଜଣ, ଅନୁଗୁଳ ଏବଂ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ , ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କଳାହାଣ୍ଡି , ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ