Masthead

ସୁପ୍ରିମକୋର୍ଟ ଇତିହାସରେ ପ୍ରଥମ ଘଟଣା, ଶପଥ ନେଲେ ୯ ବିଚାରପତି

(ବଡ଼ ଖବର ବ୍ୟୁରୋ): ସୁପ୍ରିମକୋର୍ଟ ଇତିହାସରେ ପ୍ରଥମ ଘଟଣା । ଏକ ସଙ୍ଗେ ଶପଥ ନେଲେ ୯ ବିଚାରପତି । ଶପଥ ପାଠ କରାଇଲେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି । ଜଷ୍ଟିସ ବି ଭି ନାଗରତ୍ନାଙ୍କ ସମେତ ୯ ଜଣ ସୁପ୍ରିମକୋର୍ଟରେ ଶପଥ ନେଇଛନ୍ତି । ନଅ ଜଜ ହେଉଛନ୍ତି, ବିଚାରପତି ଅଭୟ ଶ୍ରୀନିବାସ ଓକା, ବିଚାରପତି ବିକ୍ରମ ନାଥ, ବିଚାରପତି ଜିତେନ୍ଦ୍ର କୁମାର ମାହେଶ୍ଵରୀ, ବିଚାରପତି ହିମା କୋହଲି ଓ ବିଚାରପତି ବିଭି ନାଗରତ୍ନା, ବିଚାରପତି ସିଟି ରବିକୁମାର, ବିଚାରପତି ଏମଏମ ସୁନ୍ଦରେଶ, ବିଚାରପତି ବେଲା ଏମ ତ୍ରିବେଦୀ ଓ ପିଏସ ନରସିମାହ।

ସର୍ବୋଚ୍ଚ ନ୍ୟାୟାଳୟର ଅତିରିକ୍ତ ଭବନର ସଭାଗାରରେ ହୋଇଛି ଏହି ଶପଥ ଗ୍ରହଣ ସମାରୋହ । ୯ ଜଣ ବିଚାରପତିଙ୍କ ମଧ୍ୟରୁ ତିନି ଜଣ ମହିଳା ବିଚାରପତି ଶପଥ ନେଇଛନ୍ତି । ତେବେ ନଅ ଜଜଙ୍କ ଶପଥ ପରେ ସର୍ବୋଚ୍ଚ ନ୍ୟାୟାଳୟରେ ସିଜେଆଇ ରମନ୍ନାଙ୍କ ସମେତ ଜର୍ଜଙ୍କ ସଂଖ୍ୟା ୩୩ କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି